ଭାରତର ପ୍ରଥମ ରାଷ୍ଟ୍ରପତି ଭାରତ ରତ୍ନ ଡକ୍ଟର ରାଜେନ୍ଦ୍ରପ୍ରସାଦଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି। ଜଣେ ଦୂରଦୃଷ୍ଟିସମ୍ପନ୍ନ ନେତା ଭାବରେ ସେ ଆଧୁନିକ ଭାରତର ମୂଳଦୁଆ ପକାଇବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ତାଙ୍କର ନେତୃତ୍ୱ, ସରଳତା ଏବଂ କରୁଣା ପାଇଁ ତାଙ୍କୁ ସର୍ବଦା ସ୍ମରଣ କରାଯିବ | ବିଜୁ ଜନତା ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ- ଭାରତର ପ୍ରଥମ ରାଷ୍ଟ୍ରପତି ଭାରତ ରତ୍ନ ଡକ୍ଟର ରାଜେନ୍ଦ୍ରପ୍ରସାଦ ଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଈଛନ୍ତି
No comments:
Post a Comment