Thursday, 6 January 2022

ଖବରକାଗଜ ହକରଙ୍କୁ ସାମାଜିକ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ


 


ଓଡ଼ିଶା ପ୍ରଥମ ରାଜ୍ୟ ଭାବରେ ଖବରକାଗଜ ହକରଙ୍କୁ ସାମାଜିକ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ କରିବା ସହିତ ପରିଚୟପତ୍ର ପ୍ରଦାନ କରିଛି। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏହା ଏକ ଐତିହାସିକ ପଦକ୍ଷେପ ବୋଲି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ଶ୍ରୀ ମାନସ ମଙ୍ଗରାଜ ଆୟୋଜିତ ପରିଚୟପତ୍ର ବଣ୍ଟନ କାର୍ଯ୍ୟକ୍ରମରେ ମତବ୍ୟକ୍ତ କରିଛନ୍ତି।

No comments:

Post a Comment

कर्मचारी चयन आयोग की परीक्षा 27,28 और 30 जून को

समाचार *कर्मचारी चयन आयोग की परीक्षा 27,28 और 30 जून को* रायपुर 28 जून 2023/ कर्मचारी चयन आयोग द्वारा आयोजित कार्मिक और प्रशिक्षण विभाग, भ...