Monday, 7 February 2022

ପ୍ରାୟ ଦୁଇ ବର୍ଷ ପରେ ଆଜି ରାଜ୍ୟରେ ସ୍କୁଲ ଖୋଲିଛି।

 

ପ୍ରାୟ ଦୁଇ ବର୍ଷ ପରେ ଆଜି ରାଜ୍ୟରେ ସ୍କୁଲ ଖୋଲିଛି। ୮ମ ଠାରୁ ୧୨ଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିଥିବା ବେଳେ ୧ମରୁ ୭ମ ପର୍ଯ୍ୟନ୍ତ ୧୪ ତାରିଖରେ ଖୋଲିବ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଆଜି ପିଲାମାନଙ୍କୁ ଏକ ବାର୍ତ୍ତା ଦେଇ କହିଛନ୍ତି ଯେ, ସ୍କୁଲ ଖୋଲିବା ଖୁସିରେ ପିଲାମାନେ ଖୁସି, ପିଲାମାନଙ୍କ ଖୁସିରେ ସେ ନିଜେ ବି ବହୁତ ଖୁସି। 


No comments:

Post a Comment

कर्मचारी चयन आयोग की परीक्षा 27,28 और 30 जून को

समाचार *कर्मचारी चयन आयोग की परीक्षा 27,28 और 30 जून को* रायपुर 28 जून 2023/ कर्मचारी चयन आयोग द्वारा आयोजित कार्मिक और प्रशिक्षण विभाग, भ...