Saturday, 5 February 2022

ମାଓବାଦୀଙ୍କ ଦ୍ବାରା ବିଛା ଯାଇଥିବା ଲ୍ୟାଣ୍ଡମାଇନ୍ ବ୍ଲାଷ୍ଟରେ କଳାହାଣ୍ଡିର ସାମ୍ବାଦିକ ରୋହିତ ବିଶ୍ୱାଳ ।

 ମାଓବାଦୀଙ୍କ ଦ୍ବାରା ବିଛା ଯାଇଥିବା ଲ୍ୟାଣ୍ଡମାଇନ୍ ବ୍ଲାଷ୍ଟରେ କଳାହାଣ୍ଡିର ସାମ୍ବାଦିକ ରୋହିତ ବିଶ୍ୱାଳ ପ୍ରାଣ ହରାଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ବୋଲି ଟୁଈଟ ଯୋଗେ ବାର୍ତ୍ତା ଦେଈଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ।

No comments:

Post a Comment

कर्मचारी चयन आयोग की परीक्षा 27,28 और 30 जून को

समाचार *कर्मचारी चयन आयोग की परीक्षा 27,28 और 30 जून को* रायपुर 28 जून 2023/ कर्मचारी चयन आयोग द्वारा आयोजित कार्मिक और प्रशिक्षण विभाग, भ...